ଗଞ୍ଜାମ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ନିଯୁକ୍ତ ହେଲେ କୀର୍ତ୍ତି ଭାସନ ଭି July 23, 2025 12:13 pm ଓଡ଼ିଶା ସରକାର ମଙ୍ଗଳବାର ଦିନ କୋରାପୁଟ ଜିଲ୍ଲାର ଜିଲ୍ଲାପାଳ ତଥା ଭାରତୀୟ ପ୍ରଶାସନିକ ଅଧିକାରୀ କୀର୍ତ୍ତି ଭାସନ ଭିଙ୍କୁ ଗଞ୍ଜାମ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ନିଯୁକ୍ତି ଘୋଷଣା କରିଛନ୍ତି। ସାଧାରଣ ପ୍ରଶାସନ ଏବଂ