ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା November 11, 2024 6:48 pm ଭୁବନେଶ୍ବର: ପଞ୍ଚାୟତସ୍ତରରୁ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ଓଡିଶାରେ କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ l ଏହି ବିଷୟରେ ଲୋକସେବା ଭବନରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ