ଓଡ଼ିଶାରେ ଖୋଲିବ ଇଣ୍ଟିଗ୍ରେଟେଡ୍ ଇନଫ୍ରାଷ୍ଟକଚର କମ୍ପେ୍ଲକ୍ସ June 6, 2025 1:11 pm ରାଜ୍ୟରେ ଅସହାୟ ବୃଦ୍ଧବୃଦ୍ଧା ଓ ଦିବ୍ୟାଙ୍ଗଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଓଡିଶା ସରକାର ସମସ୍ତ ଜିଲ୍ଲାରେ ଗୋଟିଏ ଲେଖାଏଁ ଇଣ୍ଟିଗ୍ରେଟେଡ୍ ଇନଫ୍ରାଷ୍ଟକଚର କମ୍ପେ୍ଲକ୍ସ(ଆଇଆଇସି) ସ୍ଥାପନ ଓ ପରିଚାଳନା କରିବାକୁ ନିଷ୍ପତ୍ତି ନେଇଛନ୍ତି ।