୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 20, 2024 2:00 pm ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିମାନରୁ ଅବତରଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।