ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କଲେ ମୋହନ ସରକାର May 1, 2025 6:57 pm ଶ୍ରମିକଙ୍କ ପାଇଁ ଖୁସିର ଖବର l ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଛନ୍ତି l ଯାହା ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି