ୱାଙ୍ଖଡେ ଷ୍ଟାଡ଼ିୟମରେ ମୁକାବିଲା କରିବେ ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ April 17, 2025 5:56 pm ଆଜି ମୁମ୍ବାଇସ୍ଥିତ ୱାଙ୍ଖଡେ ଷ୍ଟାଡ଼ିୟମରେ ଆଇପିଏଲର ୩୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଉଭୟ ଦଳ ବର୍ତ୍ତମାନ ସୁଦ୍ଧା ସମାନ ସ୍ଥିତିରେ ରହିଛନ୍ତି। ଉକ୍ତ ମ୍ୟାଚ ଦୁଇ ଦଳ