କଳାକାରଙ୍କ ନିମନ୍ତେ ସବ୍ସିଡି ବ୍ୟବସ୍ଥା କରାଯିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ: ରାଜ୍ୟପାଳ November 19, 2024 6:28 pm ଭୁବନେଶ୍ବର: ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ରାଜଧାନୀର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଓଡିଶାର ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ଯୋଗଦେଇ ସମ୍ମାନିତ