୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ଉପକୃତ ହେବ ରାଜଧାନୀ ବାସିନ୍ଦା November 6, 2024 10:16 pm ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲାଣି ମେଟ୍ରୋ ପ୍ରକଳ୍ପ l ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୨୦୨୭ ମସିହା ଡିସେମ୍ବର ମାସ ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମକୁ ଶେଷ କରିବା ପାଇଁ ଭୁବନେଶ୍ୱର ମେଟ୍ରୋ ରେଳ