୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା :ଶ୍ରେଷ୍ଠ ଅଭିନେତା ଭାବେ କାନ୍ତାରା ର ରିଷବ ସେଟ୍ଟୀ August 17, 2024 1:01 pm ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ୨୦୨୨ ଓ ୨୦୨୩ ମସିହାରେ ରିଲିଜ ହୋଇଥିବା ଫିଲ୍ମଗୁଡ଼ିକୁ ଏହି ଜାତୀୟ ପୁରସ୍କାରରେ ସାମିଲ କରାଯାଇଛି। ଏହି ପୁରସ୍କାରକୁ