ଆଜି ଓଡିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ସନମୁଗରତ୍ନମ January 17, 2025 12:33 pm ଆଗାମୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ସନମୁଗ ରତ୍ନମ । ଆଜି ଦିନ ୧୧ଟା ୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଅପରାହ୍ନ ୨ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ୪ଟାରେ ସେ