ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ରୂପେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖାନ୍ନା November 11, 2024 6:42 pm ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ସଂସଦ ତଥା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ସଂଜୀବ ଖାନ୍ନା। ଦିଲ୍ଲୀ ଆୟକର ବିଭାଗର ସିନିୟର ଷ୍ଟାଣ୍ଡିଂ କାଉନସେଲ୍ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ