
ଗତକାଲି ଅର୍ଥାତ ଫେବୃଆରୀ ୨୬ ତାରିଖରେ ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଓ ଅଭିନେତା ବିଜୟ ଦେବରକୋଣ୍ଡା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ତେବେ ଏହି ବିବାହକୁ ବର୍ଷର ସବୁଠାରୁ

ପରିବାର ଏବଂ ନିକଟତର ବନ୍ଧୁମାନଙ୍କ ଉପସ୍ଥିତିରେ ଦକ୍ଷିଣ ସିନେ ସୁପରଷ୍ଟାର ବିଜୟ ଦେବରକୋଣ୍ଡାଙ୍କ ସହ ରଶ୍ମିକାଙ୍କ ନିର୍ବନ୍ଧ ହୋଇଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ଅନୁଯାୟୀ, ଉଭୟ ୨୦୨୬ ଫେବୃଆରୀରେ ବିବାହ କରିବାକୁ ଯାଉଛନ୍ତି ବୋଲି
WhatsApp us