Explore

Search

May 18, 2025 12:24 am

Genres

ଭୁବନେଶ୍ବରରୁ ଆବୁଧାବିକୁ ଉଡ଼ିବ ବିମାନ

ଦିନକୁ ଦିନ ପ୍ରଶସ୍ତ ହେଉଛି ବିଜୁ ପଟ୍ଟନାୟକ ବିମାନ ବନ୍ଦର l ଫଳରେ ବିଦେଶ ଯାତ୍ରା ପାଇଁ ଆଉ କୌଣସି ଅନ୍ୟ ସହର ଉପରେ ନିର୍ଭର ହେବାକୁ ପଡିବନି l ଜୁନ ୨୫ରୁ ଭୁବନେଶ୍ବରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା । ଆସନ୍ତା ଜୁନ ୨୫ ତାରିଖରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦେଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score