Explore

Search

March 29, 2025 5:58 pm

Genres

ଆୟୁଷ୍ମାନ ଯୋଜନାକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଆୟୁଷ୍ମାନ ଯୋଜନାକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ସରକାରଙ୍କ ଆୟୁଷ୍ମାନ ଯୋଜନାକୁ ଓଡିଶା କ୍ୟାବିନେଟ ପକ୍ଷରୁ ମିଳିଲା ମଞ୍ଜୁରୀ l ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ଘୋଷଣା l ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମଞ୍ଜୁରି ଏଥିରେ ଉପକୃତ ହେବେ ୩.୪୬ କୋଟି ହିତାଧିକାରୀ l ଆୟୁଷ୍ମାନ ବୟୋବନ୍ଦନ ଯୋଜନାକୁ ବି ଅନୁମୋଦନ ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score