Explore

Search

October 15, 2025 2:53 am

Genres

ଏଣିକି ସରକାରୀ କର୍ମଚାରୀଙ୍କ ପାଇଁ କଡ଼ାକଡ଼ି ହେଲା ବାୟୋମେଟ୍ରିକ

ବାୟୋମେଟ୍ରିକ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର l ସରକାରୀ ପ୍ରତିଷ୍ଠାନ ମାନଙ୍କରେ କର୍ମଚାରୀଙ୍କ ଯାତାୟତ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି l ସମସ୍ତ ସରକାରୀ କର୍ମୀ, ପଞ୍ଚାୟତ କର୍ମଚାରୀଙ୍କଠୁ ଆରମ୍ଭ କରି ବିଡିଓଙ୍କ ପାଇଁ ରହିବ ବାୟୋମେଟ୍ରିକ ବ୍ୟବସ୍ଥା l ରାଜ୍ୟର ସମସ୍ତ ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ ଅଫିସରେ ଲାଗୁ ହେବାକୁ ଯାଉଛି l ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କରିବାକୁ ଉପରିସ୍ଥ ବିଭାଗ ପକ୍ଷରୁ ନିର୍ଦ୍ଦେଶ ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score