Explore

Search

July 1, 2025 2:52 am

Genres

ଛତ୍ରପୁରରେ ଅନୁଷ୍ଠିତ ହେଲା ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

ଖାଦ୍ୟ ଖାଇବାକୁ ଯେତେ ଭଲ ଲାଗେ ତାଠୁ ଅଧିକ ଖାଦ୍ୟ ନୂଆ ପ୍ରଣାଳୀରେ ବନେଇବାକୁ ବେଶ୍ ମଜ୍ଜା ଲାଗେ l ଆଜି ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିର୍ବାଚନମଣ୍ଡଳୀରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଥିରେ ମାନ୍ୟବର ଛତ୍ରପୁର ବିଧାୟକ ଅତିଥିଭାବେ ଯୋଗ ଦେଇ ପ୍ରତିଯୋଗୀମାନଙ୍କ ମଧ୍ୟରେ ଉତ୍ସାହ ବଢାଇଥିଲେ l ଏହାଦ୍ୱାରା ସ୍ଥାନୀୟ ମହିଳା ମାନଙ୍କ ଭିତରେ ଥିବା ପ୍ରତିଭା ଲୋକଲୋଚନକୁ ଆସି ପାରୁଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score