ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ ‘ଆତ୍ମନିର୍ଭର ମହିଳା ଆମ ସୁବାହକ’ ଯୋଜନା l ଲୋନରେ କାର୍ କିଣିଲେ ସୁଧ ସୁଝିବେ ସରକାର l ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ଓଡ଼ିଶା ସରକାର ଓ ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର୍ କିଣାଇଦେବେ l ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ କାର୍ l ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦, ଚତୁର୍ଥ ବର୍ଷରେ ୩୫୦ ଜଣଙ୍କୁ ଦିଆଯିବ କାର୍ ସେହିପରି ଇଭି ଗାଡ଼ି କିଣିଲେ ଅଧିକ ୨ ଲକ୍ଷ ଟଙ୍କା ମିଳିବ ପ୍ରୋତ୍ସାହନ ରାଶି l ୨୧ରୁ ୪୦ ବର୍ଷର ମହିଳାଙ୍କୁ ମିଳିବ ସୁଯୋଗ l ଗାଡ଼ି ନେବାବେଳେ ୧ଲକ୍ଷ ଟଙ୍କା ଦେବ ବାଣିଜ୍ୟ ଓ ପରିବହନ ବିଭାଗ ବାକି ୯ ଲକ୍ଷ ଟଙ୍କା ବ୍ୟାଙ୍କରୁ ଋଣ ଆକାରରେ ମିଳିବ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |