Explore

Search

March 1, 2026 12:09 pm

ରାଜ୍ଯରେ ଖୋଲିବ ଆହୁରି ୯ଟି ନୂଆ ମେଡିକାଲ : ସ୍ୱାସ୍ଥ୍ୟମନ୍ତ୍ରୀ

ରାଜ୍ଯରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଓ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବା ସହ ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ପ୍ରତିଷ୍ଠା ହେବ ଓ ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି। ଏଥିପାଇଁ ରାଜ୍ୟରେ ନୂଆ ବଜେଟ ମଧ୍ଯ ଅନୁମୋଦନ ହୋଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score